ଭୁବନେଶ୍ୱରରେ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ
ଭୁବନେଶ୍ୱର, ୧ ମାର୍ଚ୍ଚ (ହି.ସ.)- ରବିବାର ସକାଳେ ରାଜ୍ୟର ଗୋଟିଏ ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଆଜି ସକାଳେ ରାଜ୍ୟର ରାଜଧାନୀ ଭୁବନେଶ୍ୱରରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ
ଭୁବନେଶ୍ୱରରେ ମଧ୍ୟମ ଧରଣର କୁହୁଡ଼ି ଦୃଶ୍ୟମାନ


ଭୁବନେଶ୍ୱର, ୧ ମାର୍ଚ୍ଚ (ହି.ସ.)- ରବିବାର ସକାଳେ ରାଜ୍ୟର ଗୋଟିଏ ସ୍ଥାନରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି ।

ଆଜି ସକାଳେ ରାଜ୍ୟର ରାଜଧାନୀ ଭୁବନେଶ୍ୱରରେ ମଧ୍ୟମ ଧରଣର କୁହୁଡ଼ି ଦେଖିବାକୁ ମିଳିଛି । ଯାହାର ଦୃଶ୍ୟମାନ ଦୂରତା ୨୦୦ ମିଟରରୁ ୫୦୦ ମିଟର ମଧ୍ୟରେ ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande