ସମ୍ବଲପୁରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଉଦଘାଟନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 15 ମାର୍ଚ୍ଚ (ହି.ସ.) କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଅଇଁଠାପାଲି ଠାରେ ବେସରକାରୀ ବସ୍ ମାଲିକ ସଂଘ ଦ୍ୱାରା ଆୟୋଜିତ ସ୍ୱେଚ୍ଛାକୃତ ରକ୍ତଦାନ ଶିବିରକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ସେ ରକ୍ତଦାନ ଭଳି ମହାନ ମାନବସେବା କାର୍ଯ୍ୟରେ ନିୟୋଜିତ ସମସ୍ତ ରକ୍ତଦ
ସମ୍ବଲପୁରରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଉଦଘାଟନ କଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 15 ମାର୍ଚ୍ଚ (ହି.ସ.) କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଅଇଁଠାପାଲି ଠାରେ ବେସରକାରୀ ବସ୍ ମାଲିକ ସଂଘ ଦ୍ୱାରା ଆୟୋଜିତ ସ୍ୱେଚ୍ଛାକୃତ ରକ୍ତଦାନ ଶିବିରକୁ ଉଦଘାଟନ କରିଛନ୍ତି।

ଏହି ଅବସରରେ ସେ ରକ୍ତଦାନ ଭଳି ମହାନ ମାନବସେବା କାର୍ଯ୍ୟରେ ନିୟୋଜିତ ସମସ୍ତ ରକ୍ତଦାତା ଓ ଆୟୋଜକମାନଙ୍କୁ ଅଶେଷ ଧନ୍ୟବାଦ ଜଣାଇଛନ୍ତି। ସେ କହିଛନ୍ତି ଯେ ଏପରି କାର୍ଯ୍ୟକ୍ରମ ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବା ସହ ସମସ୍ତଙ୍କୁ ସେବାମୂଳକ କାର୍ଯ୍ୟ ପାଇଁ ପ୍ରେରିତ କରିବ।

---------------

ହିନ୍ଦୁସ୍ଥାନ ସମାଚାର / ସମନ୍ୱୟ


 rajesh pande