ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ
ଭୁବନେଶ୍ୱର, ୧୫ ମାର୍ଚ୍ଚ (ହି.ସ.)- ଗତ ୨୪ ଘଂଟା ମଧ୍ୟରେ ରାଜ୍ୟର ଝାରସୁଗୁଡ଼ା ଓ ସମ୍ବଲପୁର ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ

 rajesh pande