ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୩ରୁ ୫ ଡ଼ିଗ୍ରୀ ହ୍ରାସ ପାଇବାର ସମ୍ଭାବନା
ଭୁବନେଶ୍ୱର, ୧୫ ମାର୍ଚ୍ଚ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୩ରୁ ୫ ଡ଼ିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି । ଏହା ପରେ ମଧ୍ୟ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ପାଣିପାଗ
ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୩ରୁ ୫ ଡ଼ିଗ୍ରୀ ହ୍ରାସ ପାଇବାର ସମ୍ଭାବନା


ଭୁବନେଶ୍ୱର, ୧୫ ମାର୍ଚ୍ଚ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୩ରୁ ୫ ଡ଼ିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି । ଏହା ପରେ ମଧ୍ୟ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରବିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande