ଗିରିଜା କୁମାର ବଳୀୟାର ସିଂହଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୁଭେଚ୍ଛା
ଭୁବନେଶ୍ୱର,୧୬ ମାର୍ଚ୍ଚ (ହି.ସ)- କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଁ ମନୋନୀତ କବି ଗିରିଜା କୁମାର ବଳୀୟାର ସିଂହଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅଭିନନ୍ଦନ ଜଣାଇଛନ୍ତି। ଏକ୍ସରେ କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି ୨୦୨୫ ବର୍ଷ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ଦ୍ୱାରା କବିତା
sfgdrtuj


ଭୁବନେଶ୍ୱର,୧୬ ମାର୍ଚ୍ଚ (ହି.ସ)- କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଁ ମନୋନୀତ କବି ଗିରିଜା କୁମାର ବଳୀୟାର ସିଂହଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଅଭିନନ୍ଦନ ଜଣାଇଛନ୍ତି।

ଏକ୍ସରେ କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି ୨୦୨୫ ବର୍ଷ ନିମନ୍ତେ କେନ୍ଦ୍ର ସାହିତ୍ୟ ଏକାଡେମୀ ଦ୍ୱାରା କବିତା ପୁସ୍ତକ 'ପାଦପୂରଣ' ପାଇଁ ମନୋନୀତ ହୋଇଥିବା ବିଶିଷ୍ଟ କବି ଶ୍ରୀ ଗିରିଜା କୁମାର ବଳୀୟାର ସିଂହଙ୍କୁ ଅଭିନନ୍ଦନ । ଆମ ରାଜ୍ୟ ଆପଣଙ୍କ ପରି ଜଣେ ପ୍ରତିଭାବାନ ସ୍ରଷ୍ଟାଙ୍କ ପାଇଁ ଗର୍ବିତ। ଏହି ସଫଳତା ଓ ସୃଜନଶୀଳତା ଆଗାମୀ ପିଢ଼ିର ଯୁବ ଲେଖକ ଲେଖକଙ୍କୁ ପ୍ରେରିତ କରିବ ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande