
ସୁବର୍ଣ୍ଣପୁର, 16 ମାର୍ଚ୍ଚ (ହି.ସ.)ଉଲୁଣ୍ଡା ବ୍ଲକ ରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୂକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଆଜି ଅନୁଷ୍ଟିତ ହୋଯାଇଛି।ଏଥିରେବ ବି ଭିନ୍ନ ପ୍ରକାରର ୮୧ ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ ହୋଇଥଲା।
ଉଲୁଣ୍ଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିଲୀପ କୁମାର ବାରା ଙ୍କ ତତ୍ବାବଧାନରେ ଅନୁଷ୍ଠିତ ହୋଇଥିଲା । ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧୂକାରୀ, ଜିଲ୍ଲା ପରିଷଦ, ସୁବର୍ଣ୍ଣପୁର ଅଶ୍ବିନି କୁମାର ମେହେର, ଉପ -ଜିଲ୍ଲାପାଳ, ବୀରମହାରାଜପୁର ସୁରେନ୍ଦ୍ର କୁମାର ମେହେର, ଡେପୁଟି କଲେକ୍ଟର, ଅଭିଯୋଗ ଶୁଣାଣୀ, ସୁଶ୍ରୀ ପ୍ରିୟଦର୍ଶିନୀ ସାହୁଙ୍କ ସମେତ ଅତିରିକ୍ତ ତହସିଲଦାର, ଉଲୁଣ୍ତା, ନିରଞ୍ଜନ ସୁବର୍ଣ୍ଣପୁର:-ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡା ବ୍ଲକ ସ୍ତରୀୟ ମିଳିତ କୁମାର ଧଳ, ସରପଞ୍ଚ, କୋଟସମଲାଇ ଗ୍ରାମ ପଞ୍ଚାୟତ ଅଭିଯୋଗ ଶୁଣାଣି ଓ ଉପଶମ ଶିବିର ଉଲୁଣ୍ଡା ପଞ୍ଚାୟତ ଶ୍ରୀମତି ବେଦମତି ମେଣ୍ଡଲି, ପଞ୍ଚାୟତ ନିର୍ବାହୀ ଅଧୂକାରୀ, ସମିତି ଅନ୍ତର୍ଗତ କୋଟସମାଲାଇ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ କୋଟାସମଲାଇ,ଶ୍ରବଣ କମ୍ପ ତଥା ବିଭିନ୍ନ ଜିଲ୍ଲା ସ୍ତରୀୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଅଭିଯୋଗ ଅଧିକାରୀ, ତହସିଲ ଓ ବ୍ଲକ ସ୍ତରୀୟ ଅଧିକାରୀ,କର୍ମଚାରୀ ଶୁଣାଣିରେ ଅତିରିକ୍ତ ଜିଲ୍ଲାପାଳ ( ରାଜସ୍ବ,) ରାଜେନ୍ଦ୍ର ମାଝୀ ବୃନ୍ଦ ଙ୍କ ସମେତ ଜିଲ୍ଲା ପଞ୍ଚାୟତ ଅଧୂକାରୀ ତଥା ଜିଲ୍ଲା ଓ ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଯୁଗ୍ମ ଅଭିଯୋଗ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଅର୍ଜୁନ ମାଝୀଙ୍କ ସହିତ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ବିଭିନ୍ନ ସମ୍ବାଦ ପତ୍ରର ସାମ୍ବାଦିକ ଓ ବୈଦ୍ୟୁତିକ ଗଣମାଧ୍ଯମରପ୍ରତିନିଧୂ ମାନେ ଯୋଗଦାନ କରିଥିଲେ I
ଆପତ୍ତା ଓ ସମସ୍ୟା ନିହିତ ସର୍ବମୋଟ ୮୧ ଗୋଟି ପଞ୍ଜିକୃତ ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ। ତନ୍ମଧ୍ୟରୁ ୪୪ଗୋଟି ଦରଖାସ୍ତ ବ୍ୟକ୍ତିଗତ ରହିଥିବା ବେଳେ ୩୭ ସାମୁହିକ ଦରଖାସୁ ହସ୍ତଗତ ହୋଇଥିଲା। ଗୋଟିଏ ମାତ୍ର ଅଭିଯୋଗ ଆର୍ଥିକ ସହାୟତା ନିମନ୍ତେ ହତଗତ ହୋଇଥିଲା। ସମସ୍ତ ସାମୁହିକ ଓ ବ୍ୟକ୍ତିଗତ ଅଭିଯୋଗ ଦରଖାସୁ ଗୁଡିକୁ ନିର୍ଦ୍ଦିଷ୍ଟ ସମୟ ମଧ୍ୟରେ ସମାଧାନ କରିବା ପାଇଁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ପ୍ରଦାନ କରାଯାଇଛି।
---------------
ହିନ୍ଦୁସ୍ଥାନ ସମାଚାର / ଗୋପବନ୍ଧୁ