ବରିଷ୍ଠ ସାମ୍ବାଦିକ ଦେବଦତ ପଣ୍ଡାଙ୍କ ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ
ଭୁବନେଶ୍ୱର, ୧୮ ମାର୍ଚ୍ଚ (ହି.ସ)- ବରିଷ୍ଠ ସାମ୍ବାଦିକ ଦେବଦତ ପଣ୍ଡାଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ୍ସ ହ୍ୟାଣ୍ଡେଲରେ କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି ସମ୍ବଲପୁରର ବରିଷ୍ଠ ସାମ୍ବାଦିକ ଶ୍ରୀ ଦେବଦତ ପଣ୍ଡାଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ
ବରିଷ୍ଠ ସାମ୍ବାଦିକ ଦେବଦତ ପଣ୍ଡାଙ୍କ ବିୟୋଗରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ


ଭୁବନେଶ୍ୱର, ୧୮ ମାର୍ଚ୍ଚ (ହି.ସ)- ବରିଷ୍ଠ ସାମ୍ବାଦିକ ଦେବଦତ ପଣ୍ଡାଙ୍କ ବିୟୋଗରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଏକ୍ସ ହ୍ୟାଣ୍ଡେଲରେ କେନ୍ଦ୍ରମନ୍ତ୍ରୀ ଲେଖିଛନ୍ତି ସମ୍ବଲପୁରର ବରିଷ୍ଠ ସାମ୍ବାଦିକ ଶ୍ରୀ ଦେବଦତ ପଣ୍ଡାଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ । ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଓଁ ଶାନ୍ତି

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande