ଲୋକ ଭବନଠାରେ ରାଜ୍ୟପାଳଙ୍କୁ ସାକ୍ଷାତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 18 ମାର୍ଚ୍ଚ (ହି.ସ)- ଆଜି ଲୋକ ଭବନଠାରେ ରାଜ୍ୟପାଳ ଡ.ହରିବାବୁ କମ୍ଭମପତିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ପ୍ରଗତି
ସିଏମ


ଭୁବନେଶ୍ୱର, 18 ମାର୍ଚ୍ଚ

(ହି.ସ)- ଆଜି ଲୋକ ଭବନଠାରେ ରାଜ୍ୟପାଳ ଡ.ହରିବାବୁ କମ୍ଭମପତିଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରି

ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରାଜ୍ୟର ପ୍ରଗତି

ଓ ଜନକଲ୍ୟାଣକାରୀ ଯୋଜନାଗୁଡ଼ିକର ସଫଳ ରୂପାୟନ ଦିଗରେ ରାଜ୍ୟପାଳଙ୍କ ମାର୍ଗଦର୍ଶନ ସଦାସର୍ବଦା ପ୍ରେରଣାଦାୟୀ।

ଏକ ସମୃଦ୍ଧ ଓ ବିକଶିତ ଓଡ଼ିଶା ଗଠନ ପାଇଁ ଆମର ପ୍ରୟାସ ନିରନ୍ତର ଜାରି ରହିଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande