ପବିତ୍ର ଅଶୋକାଷ୍ଟମୀ ଓ ରୁକୁଣା ରଥଯାତ୍ରାର ଶୁଭେଚ୍ଛା ଜଣାଇଲେ ରାଜ୍ୟପାଳ
ଭୁବନେଶ୍ୱର, 26 ମାର୍ଚ୍ଚ (ହି.ସ.)- ପବିତ୍ର ଅଶୋକାଷ୍ଟମୀ ଓ ରୁକୁଣା ରଥଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏନେଇ ସୋସିଆଲ ହ୍ୟାଣ୍ଡେଲ ଏକ୍ସରେ ରାଜ୍ୟପାଳ କହିଛନ୍ତି ଯେ, ପବିତ୍ର ଅଶୋକାଷ୍ଟମୀ ଓ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରାର ଶ
ରଥ


ଭୁବନେଶ୍ୱର, 26 ମାର୍ଚ୍ଚ (ହି.ସ.)- ପବିତ୍ର ଅଶୋକାଷ୍ଟମୀ ଓ ରୁକୁଣା ରଥଯାତ୍ରାର ଶୁଭେଚ୍ଛା

ଜଣାଇଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପତି । ଏନେଇ ସୋସିଆଲ ହ୍ୟାଣ୍ଡେଲ ଏକ୍ସରେ ରାଜ୍ୟପାଳ

କହିଛନ୍ତି ଯେ, ପବିତ୍ର ଅଶୋକାଷ୍ଟମୀ ଓ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରାର ଶୁଭ

ଅବସରରେ ଅନେକ ଅନେକ ଶୁଭେଚ୍ଛା ଓ ଶୁଭକାମନା। ପ୍ରଭୁଙ୍କ ଅସୀମ କୃପାରୁ ସମସ୍ତଙ୍କ ଜୀବନ ସୁଖ,ଶାନ୍ତି ଓ

ସମୃଦ୍ଧିରେ ପରିପୂର୍ଣ୍ଣ ହେଉ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande