ଦୁଇ ବର୍ଷରେ ୬୫,୬୪୯ ଅମାନିଆ ଗାଡି ଚାଳକ ହରାଇଛନ୍ତି ଡ୍ରାଇଭିଙ୍ଗ ଲାଇସେନ୍ସ
ଭୁବନେଶ୍ୱର, 26 ମାର୍ଚ୍ଚ (ହି.ସ.)- ଗତ ଦୁଇ ବର୍ଷରେ ୬୫ ହଜାର ୬୪୯ ଅମାନିଆ ଗାଡି ଚାଳକ ହରାଇଛନ୍ତି ଡ୍ରାଇଭିଙ୍ଗ ଲାଇସେନ୍ସ । ଜରିମାନା ବି ମୋଟା ଆକାରରେ ଆଦାୟ ହୋଇଛି । ହଜାର କି ଲକ୍ଷ ନୁହେଁ, କୋଟି କୋଟି ଟଙ୍କାର ଜରିମାନା ଆଦାୟ କରିଛନ୍ତି ସରକାର । ଗତ ଦୁଇ ବର୍ଷ
ଦୁଇ ବର୍ଷରେ ୬୫,୬୪୯ ଅମାନିଆ ଗାଡି ଚାଳକ ହରାଇଛନ୍ତି ଡ୍ରାଇଭିଙ୍ଗ     ଲାଇସେନ୍ସ


ଭୁବନେଶ୍ୱର, 26 ମାର୍ଚ୍ଚ (ହି.ସ.)- ଗତ ଦୁଇ ବର୍ଷରେ ୬୫

ହଜାର ୬୪୯ ଅମାନିଆ ଗାଡି ଚାଳକ ହରାଇଛନ୍ତି ଡ୍ରାଇଭିଙ୍ଗ ଲାଇସେନ୍ସ । ଜରିମାନା ବି ମୋଟା

ଆକାରରେ ଆଦାୟ ହୋଇଛି । ହଜାର କି ଲକ୍ଷ ନୁହେଁ, କୋଟି କୋଟି ଟଙ୍କାର

ଜରିମାନା ଆଦାୟ କରିଛନ୍ତି ସରକାର । ଗତ ଦୁଇ ବର୍ଷ ମଧ୍ୟରେ ୨୧୬ କୋଟି ୭୧ ହଜାର ୭୫୬ ଟଙ୍କା ଫାଇନ ଆଦାୟ କରାଯାଇଛି

। ଏନେଇ ଗୃହରେ ପରିବହନ ମନ୍ତ୍ରୀ ବିଭୂତି ଜେନା ଲିଖିତ ଉତ୍ତର ରଖିଛନ୍ତି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande