ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଭୁବନେଶ୍ୱର, 28 ମାର୍ଚ୍ଚ (ହି.ସ.)- ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଗସ୍ତ ଅବସରର ମୁଖ୍ୟମନ୍ତ୍ରୀଙ୍କର ରାଷ୍ଟ୍ରପତିଙ୍କୁ ଭେଟିବାର ରହିଛି କାର୍ଯ୍ୟକ୍ରମ । ବିଭିନ୍ନ କେନ୍ଦ୍ର ମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟିବାର ରହିଛି କାର୍ଯ୍ୟକ୍ରମ ।
ଦିଲ୍ଲୀ ଗସ୍ତରେ     ମୁଖ୍ୟମନ୍ତ୍ରୀ ମୋହନ ମାଝୀ


ଭୁବନେଶ୍ୱର, 28 ମାର୍ଚ୍ଚ (ହି.ସ.)- ଦିଲ୍ଲୀ ଗସ୍ତରେ

ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଗସ୍ତ ଅବସରର ମୁଖ୍ୟମନ୍ତ୍ରୀଙ୍କର ରାଷ୍ଟ୍ରପତିଙ୍କୁ ଭେଟିବାର

ରହିଛି କାର୍ଯ୍ୟକ୍ରମ । ବିଭିନ୍ନ କେନ୍ଦ୍ର ମନ୍ତ୍ରୀ ଓ କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟିବାର

ରହିଛି କାର୍ଯ୍ୟକ୍ରମ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande