
ଭୁବନେଶ୍ୱର, 30 ମାର୍ଚ୍ଚ (ହି.ସ.)- ରାଜଧାନୀରେ ଗଣଦୁଷ୍କର୍ମ, ଷ୍ଟେସନରେ ଛାଡିବା ଆଳ ଦେଖାଇ
ମହିଳାଙ୍କ ସହ ଗଣଦୁଷ୍କର୍ମ ହୋଇଛି । ତମାଣ୍ଡୋ
ଥାନା ଅଞ୍ଚଳରେ ଏଭଳି ଘଟଣା ଘଟିଛି । ସାହାରା ଦେବାକୁ ଯାଇ ପଶ୍ଚିମବଙ୍ଗର ଜଣେ ମହିଳାଙ୍କ ସହ
ଜଘନ୍ୟ କାଣ୍ଡ ଘଟାଇଛନ୍ତି ଦୁର୍ବୁର୍ତ୍ତ । ଏ
ନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଡିସିପି । ଅଭିଯୁକ୍ତଙ୍କୁ
କାବୁ କରିବା ସହ ୨ ଜଣଙ୍କୁ ଆଜି କୋର୍ଟଚାଲାଣ କରିଛି ତମାଣ୍ଡୋ ଥାନା ପୋଲିସ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା