ହୋଲିର ଶୁଭେଚ୍ଛା ଜଣାଇଲେ ପ୍ରଭାତି ପରିଡା
ଭୁବନେଶ୍ୱର, 04 ମାର୍ଚ୍ଚ (ହି.ସ.)- ହୋଲିର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ରଙ୍ଗର ପର୍ବ ହୋଲି ଅବସରରେ ଆପଣମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ ଶୁଭକାମନା । -------------
ହୋଲିର ଶୁଭେଚ୍ଛା ଜଣାଇଲେ     ପ୍ରଭାତି ପରିଡା


ଭୁବନେଶ୍ୱର, 04 ମାର୍ଚ୍ଚ (ହି.ସ.)- ହୋଲିର

ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ସୋସିଆଲ ମିଡିଆ ଏକ୍ସରେ

ପ୍ରଭାତି ପରିଡା କହିଛନ୍ତି ଯେ, ରଙ୍ଗର ପର୍ବ ହୋଲି ଅବସରରେ ଆପଣମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା

ଓ ଶୁଭକାମନା ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande