ବିଜୁ ବାବୁଙ୍କ ସ୍ଵପ୍ନ ପୂରଣ ସହିତ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ସଂକଳ୍ପ ନେଇଛି ଆମ ସରକାର- ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 05 ମାର୍ଚ୍ଚ (ହି.ସ.)- ବିଜୁ ବାବୁଙ୍କ ଅନେକ ସ୍ଵପ୍ନ ଆଜି ବି ଅଧୁରା। ଆମ ସରକାର ତାଙ୍କ ସ୍ଵପ୍ନ ପୂରଣ ସହିତ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ସଂକଳ୍ପ ନେଇଛନ୍ତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଙ୍କ ର
ବିଜୁ ବାବୁଙ୍କ ସ୍ଵପ୍ନ ପୂରଣ ସହିତ ସମୃଦ୍ଧ ଓଡ଼ିଶା ଗଠନ     ପାଇଁ ସଂକଳ୍ପ ନେଇଛି ଆମ ସରକାର- ମୁଖ୍ୟମନ୍ତ୍ରୀ


ଭୁବନେଶ୍ୱର, 05 ମାର୍ଚ୍ଚ (ହି.ସ.)- ବିଜୁ

ବାବୁଙ୍କ ଅନେକ ସ୍ଵପ୍ନ ଆଜି ବି ଅଧୁରା। ଆମ

ସରକାର ତାଙ୍କ ସ୍ଵପ୍ନ ପୂରଣ ସହିତ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ସଂକଳ୍ପ ନେଇଛନ୍ତି ବୋଲି

କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଙ୍କ ରାଜ୍ୟ ସ୍ତରୀୟ ଜୟନ୍ତୀ

ଉତ୍ସବ ପାଳନ କରାଯାଉଛି। ଏହି ଅବସରରେ ମୁଁ ଗଭୀର

ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛି। ତାଙ୍କ ଜୀବନ

ଥିଲା ସଙ୍ଘର୍ଷ ପୂର୍ଣ୍ଣ। ସମ୍ମାନ ଓ ସ୍ୱାଭିମାନ ସହିତ ସାଲିସ କରିନଥିଲେ। ସେବା ସହିତ ବିକାଶକୁ

ପ୍ରାଥମିକତା ଦେଇ ଆସିଥିଲେ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande