କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, 05 ମାର୍ଚ୍ଚ (ହି.ସ.)- କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ରୀୟ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂ ଚୌ
ଶିବରାଜ


ଭୁବନେଶ୍ୱର, 05 ମାର୍ଚ୍ଚ (ହି.ସ.)- କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନଙ୍କୁ

ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି

ଯେ, କେନ୍ଦ୍ରୀୟ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନଜୀଙ୍କୁ ଜନ୍ମଦିନର

ହାର୍ଦ୍ଦିକ ଶୁଭେଚ୍ଛା।

ଆପଣଙ୍କ ଉତ୍ତମ ସ୍ୱାସ୍ଥ୍ୟ, ଦୀର୍ଘାୟୁ ଏବଂ

ରାଷ୍ଟ୍ରସେବାର ପଥରେ ନିରନ୍ତର ସଫଳତା ପାଇଁ ମୁଁ କାମନା କରୁଛି।

ମହାପ୍ରଭୁ ଶ୍ରୀଜଗନ୍ନାଥ ଜୀଙ୍କର ଅସୀମ କୃପା ଆପଣଙ୍କ ଉପରେ

ସର୍ବଦା ରହୁ ଏବଂ ଆପଣ ଦେଶର ଅନ୍ନଦାତାମାନଙ୍କର କଲ୍ୟାଣ ପାଇଁ ନିରନ୍ତର ସମର୍ପିତ ଭାବରେ କାମ

କରୁଥାନ୍ତୁ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande