
ଭୁବନେଶ୍ୱର, 05 ମାର୍ଚ୍ଚ (ହି.ସ.)- କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନଙ୍କୁ
ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ
ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, କେନ୍ଦ୍ରମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନଙ୍କୁ
ଜନ୍ମଦିନର ହାର୍ଦ୍ଦିକ ଶୁଭକାମନା । ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ଆପଣଙ୍କ ସମର୍ପିତ
ପ୍ରୟାସ ଚାଷୀ ସଶକ୍ତିକରଣ, ଗ୍ରାମାଂଚଳ ସମୃଦ୍ଧି ଓ ଆତ୍ମନିର୍ଭର ଭାରତର ସଂକଳ୍ପକୁ ନୂଆ
ସୁଦୃଢତା ଦେଉଛି । ଭଗବାନଙ୍କ ନିକଟରେ ଆପଣଙ୍କ ଉତମ ସ୍ୱାସ୍ଥ୍ୟ ଓ ଦୀର୍ଘାୟୁ ଜୀବନ କାମନା
କରୁଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା