ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 05 ମାର୍ଚ୍ଚ (ହି.ସ.)- ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ମହାନ ଜନନାୟକ, ଓଡ଼ିଆଙ୍କ ସ୍ୱାଭିମାନ, ପୂର
ବିଜୁ


ଭୁବନେଶ୍ୱର, 05 ମାର୍ଚ୍ଚ (ହି.ସ.)- ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ

ଜୟନ୍ତୀରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ମହାନ ଜନନାୟକ, ଓଡ଼ିଆଙ୍କ ସ୍ୱାଭିମାନ,

ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୋର ଶ୍ରଦ୍ଧାଞ୍ଜଳି ଜଣାଉଛି।

ତାଙ୍କ ଆଦର୍ଶରେ ବିଜୁ ଜନତା ଦଳର ପ୍ରତିଟି କର୍ମୀ ଓଡ଼ିଶା ମା'ର ସେବାରେ ସର୍ବଦା ସମର୍ପିତ। ସଭିଙ୍କୁ ସାଥିରେ ନେଇ

ଶ୍ରେଷ୍ଠ ଓଡ଼ିଶା ଗଠନର ତାଙ୍କ ମୂଲ୍ୟବୋଧ ଆମ ସମସ୍ତଙ୍କ ପାଇଁ ଚିର ପ୍ରେରଣାର ଉତ୍ସ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande