
ଭୁବନେଶ୍ୱର, 05 ମାର୍ଚ୍ଚ (ହି.ସ.)- ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବିଜୁ
ପଟ୍ଟନାୟକଙ୍କ ଜୟନ୍ତୀରେ ତାଙ୍କୁ ପ୍ରଣାମ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ
ସୋସିଆଲ ମିଡିଆ ଏକ୍ସରେ ପ୍ରଭାତି ପରିଡା କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ
ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ କୋଟି କୋଟି ପ୍ରଣାମ ଜଣାଉଛି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା