ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର
ଭୁବନେଶ୍ୱର, 05 ମାର୍ଚ୍ଚ (ହି.ସ.)- ରାଜ୍ୟସଭା ପାଇଁ ବିଜେଡି ପ୍ରାର୍ଥୀ ଭାବେ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର । ୩ ସେଟ୍ର ନାମାଙ୍କନ ଦାଖଲ କଲେ ସଂତୃପ୍ତ ମିଶ୍ର । ନାମାଙ୍କନ ଭରିବା କକ୍ଷରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ, ପିସିସି ସଭା ଭକ୍ତ ଦାସ, କଂଗ୍ରେସ
ସନ୍ତୃପ୍ତ


ଭୁବନେଶ୍ୱର, 05 ମାର୍ଚ୍ଚ (ହି.ସ.)- ରାଜ୍ୟସଭା ପାଇଁ ବିଜେଡି ପ୍ରାର୍ଥୀ ଭାବେ

ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର । ୩ ସେଟ୍ର ନାମାଙ୍କନ ଦାଖଲ କଲେ ସଂତୃପ୍ତ ମିଶ୍ର । ନାମାଙ୍କନ

ଭରିବା କକ୍ଷରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ, ପିସିସି ସଭା ଭକ୍ତ ଦାସ, କଂଗ୍ରେସ

ବିଧାୟକ ଦଳ ନେତା କାଡାମ ଓ ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ । ବିଜେଡିର ମଧ୍ୟ କିଛି ବିଧାୟକ

ନାମାଙ୍କନ ଭରିବା କକ୍ଷରେ ଉପସ୍ଥିତ ଥିଲେ ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande