ପୂର୍ବତନ ମୁଖ୍ୟମନ୍ତ୍ରୀ ବିଶ୍ୱନାଥ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 08 ମାର୍ଚ୍ଚ (ହି.ସ.)- ପୂର୍ବତନ ମୁଖ୍ୟମନ୍ତ୍ରୀ ବିଶ୍ୱନାଥ ଦାସଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଶ୍ୱନାଥ
ବିଶ୍ୱନାଥ


ଭୁବନେଶ୍ୱର, 08 ମାର୍ଚ୍ଚ (ହି.ସ.)- ପୂର୍ବତନ ମୁଖ୍ୟମନ୍ତ୍ରୀ ବିଶ୍ୱନାଥ ଦାସଙ୍କୁ

ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ

ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଶ୍ୱନାଥ

ଦାସଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande