
ଭୁବନେଶ୍ୱର, ୧୧ ଅପ୍ରେଲ (ହି.ସ.)- ଆଗାମୀ ୪ରୁ ୫ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୪ରୁ ୬ ଡ଼ିଗ୍ରୀ ବୃଦ୍ଧି ପାଇପାର ସମ୍ଭାବନା ରହିଛି । ଏହାପରେ ମଧ୍ୟ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ