ଭୁବନେଶ୍ୱର, ୧୩ ଅପ୍ରେଲ (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ଆସନ୍ତା ୨୦ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ଜିଲ୍ଲା ଗୁଡିକରେ ପାଗ ମୁଖ୍ୟତଃ ଶୁଖିଲା ରହିବ । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୋମବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।
ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ
13 Apr 2026
ଭୁବନେଶ୍ୱର, ୧୩ ଏପ୍ରିଲ (ହି.ସ)-୭୮ତମ ରାଜଧାନୀ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଛି । ଏହି ଅବସରରେ ଓଡ଼ିଶା ବିଧାନସଭା ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ । ଏହି ଅବସରରେ ଏକ ମଶାଲ ଶୋଭାଯାତ୍ରା ଲିଙ୍ଗରାଜ ମନ୍ଦିର ଠାରୁ ବାହାରି ବଢ଼େଇ ବାଙ୍କ ଛକ, ମାଉସୀମା,..
ଗଞାମ, ୧୩ ଏପ୍ରିଲ୍ (ହି.ସ.)- ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ପରିସ୍ରା ପୋଡ଼ା ନିରାକରଣ ସଚେତନତା ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡା. ନକୁଳ ସାହୁ ଉପସ୍ଥିତ ରହି କହିଲେ ଗ୍ରୀଷ୍ମ ରୁତୁରେ ଅଳ୍ପ ଜଳପାନ, ଅଧିକ କଟୁ ମସଲା ଆମିଷ, ..
କେନ୍ଦୁଝର, ୧୩ ଏପ୍ରିଲ୍ (ହି.ସ.)- କେନ୍ଦୁଝର ଜିଲ୍ଲାର ଆନନ୍ଦପୁର ଏକ ମୁଖ୍ୟ ନଗର ଓ ଏହା ପ୍ରାଚୀନ କାଳରୁ ଏକ ପ୍ରସିଦ୍ଧ ନଗରୀ ଭାବେ ଖ୍ୟାତି ଲାଭ କରିଛି l ଓଡ଼ିଶାର ଧର୍ମ ପରମ୍ପରାରେ ଆନନ୍ଦପୁରର ସ୍ୱତନ୍ତ୍ରତା ରହିଛି ବୋଲି ଆନନ୍ଦପୁର ମହୋତ୍ସବର ଉଦଯାପନୀ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ..
ଭୁବନ, ୧୩ ଅପ୍ରେଲ (ହି.ସ.)- ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଭୁବନ ପଞ୍ଚାୟତ ସମିତି ସହଯୋଗରେ ଆମ ରୁଚି ଆମ ଖାଦ୍ୟ ମେଳା ଅନୁଷ୍ଠିତ ହୋଇଯାଇଛି । ଓଡ଼ିଆ ପକ୍ଷ ପାଳନର ତ୍ରୟୋଦଶ ଦିବସ ଅବସରରେ ମିଶନ ଶକ୍ତି ଗୃହ ପରିସରରେ ଅନୁଷ୍ଠିତ ଆମ ରୁଚି ଆମ ଖାଦ୍ୟ ମେଳାକୁ ସିଡିପିଓ ଶ୍ରୀମ..
Copyright © 2017-2024. All Rights Reserved Hindusthan Samachar News Agency
Powered by Sangraha