ମନମୋହନ ସାମଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଜୁଏଲ ଓରାମ
ଭୁବନେଶ୍ୱର, 15 ଏପ୍ରିଲ୍ (ହି.ସ.)- ମନମୋହନ ସାମଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଭାରତୀୟ ଜନତା ପାର୍ଟି ଓଡ଼ିଶାର ଯଶସ୍ଵୀ ରାଜ୍ୟ ସଭାପତି ତଥା ରାଜ୍ୟସଭା ସାଂସଦ
ମନମୋହନ ସାମଲଙ୍କୁ     ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ଜୁଏଲ ଓରାମ


ଭୁବନେଶ୍ୱର, 15 ଏପ୍ରିଲ୍ (ହି.ସ.)- ମନମୋହନ

ସାମଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ । ଏନେଇ ସୋସିଆଲ

ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ଭାରତୀୟ ଜନତା ପାର୍ଟି ଓଡ଼ିଶାର ଯଶସ୍ଵୀ

ରାଜ୍ୟ ସଭାପତି ତଥା ରାଜ୍ୟସଭା ସାଂସଦ ଶ୍ରୀଯୁକ୍ତ ମନମୋହନ ସାମଲ ମହୋଦୟଙ୍କୁ ଜନ୍ମଦିନର ଅନେକ

ଅନେକ ଶୁଭେଚ୍ଛା ଓ ଅଭିନନ୍ଦନ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଆପଣଙ୍କର ଉତ୍ତମ

ସ୍ବାସ୍ଥ୍ୟ ଓ ଦୀର୍ଘାୟୁ ଜୀବନ ନିମନ୍ତେ କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande