୧୮ ରୁ ୨୧ ତାରିଖ ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ସ୍କୁଲ କଲେଜ ଛୁଟି ଘୋଷଣା
ବଲାଙ୍ଗିର, ୧୭ ଅପ୍ରେଲ (ହି.ସ.)- ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଏଣୁ ବଲାଙ୍ଗିର ଜିଲ୍ଲାରେ ଆସନ୍ତା ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ସ୍କୁଲ ଓ କଲେଜକୁ ଛୁଟି ଘୋଷଣା କରାଯାଇଛି । ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏହି ନିଷ୍ପତି ନ
୧୮ ରୁ ୨୧ ତାରିଖ ଜିଲ୍ଲାର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ସ୍କୁଲ କଲେଜ ଛୁଟି ଘୋଷଣା


ବଲାଙ୍ଗିର, ୧୭ ଅପ୍ରେଲ (ହି.ସ.)- ପଶ୍ଚିମ ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଏଣୁ ବଲାଙ୍ଗିର ଜିଲ୍ଲାରେ ଆସନ୍ତା ୧୮ ରୁ ୨୧ ତାରିଖ ପର୍ଯ୍ୟନ୍ତ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର, ସ୍କୁଲ ଓ କଲେଜକୁ ଛୁଟି ଘୋଷଣା କରାଯାଇଛି । ଖରା ଓ ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଜିଲ୍ଲାପାଳ ଏହି ନିଷ୍ପତି ନେଇଛନ୍ତି । ଭୁବନେଶ୍ୱର ଆଂଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ମୁତାବକ ଜିଲ୍ଲା ପ୍ରଶାସନ ଏହି ନିଷ୍ପତି ନେଇଛି । ପରବର୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦ ରଖାଯିବ ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande