ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ
ଭୁବନେଶ୍ୱର, ୧୮ ଅପ୍ରେଲ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏହାପରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୨ରୁ ୩ ଡ଼ିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞା
ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ


ଭୁବନେଶ୍ୱର, ୧୮ ଅପ୍ରେଲ (ହି.ସ.)- ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର ଜିଲ୍ଲା ଗୁଡିକରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା)ରେ ବିଶେଷ ପରିବର୍ତନର ସମ୍ଭାବନା ନାହିଁ । ଏହାପରେ ସର୍ବାଧିକ ତାପମାତ୍ରା(ଦିନ ତାପମାତ୍ରା) ୨ରୁ ୩ ଡ଼ିଗ୍ରୀ ହ୍ରାସ ପାଇବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande