ଗରମ ରାତି ନେଇ ୧୮ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ, ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର, ୧୮ ଅପ୍ରେଲ (ହି.ସ.)- ଗରମ ରାତି ନେଇ ୧୮ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ । ଗରମ ରାତି ନେଇ ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲା(ସୁନ୍ଦରଗଡ଼, ସମ୍ବଲପୁର, ବଲାଙ୍ଗିର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଗ
ଗରମ ରାତି ନେଇ ୧୮ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ, ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର, ୧୮ ଅପ୍ରେଲ (ହି.ସ.)- ଗରମ ରାତି ନେଇ ୧୮ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ଜିଲ୍ଲାକୁ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଗରମ ରାତି ନେଇ ଆଗାମୀ ୨୪ ଘଂଟା ପାଇଁ ୩ ଜିଲ୍ଲା(ସୁନ୍ଦରଗଡ଼, ସମ୍ବଲପୁର, ବଲାଙ୍ଗିର)କୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଗରମ ରାତି ନେଇ ୧୯ ତାରିଖ ସକାଳ ଠାରୁ ୨୦ ତାରିଖ ସକାଳ ପର୍ଯ୍ୟନ୍ତ ୩ ଜିଲ୍ଲା, ୨୦ ତାରିଖ ସକାଳ ଠାରୁ ୨୧ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲା, ୨୧ ତାରିଖ ସକାଳ ଠାରୁ ୨୨ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲା, ୨୨ ତାରିଖ ସକାଳ ଠାରୁ ୨୩ ତାରିଖ ସକାଳ ସୁଦ୍ଧା ୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଭୁବନେଶ୍ୱର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଶନିବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande