ମୁଖ୍ୟମନ୍ତ୍ରୀଙ୍କ ତିନିଦିନିଆ ଗସ୍ତ
କେନ୍ଦୁଝର, 27 ଏପ୍ରିଲ୍ (ହି.ସ.) ଆସନ୍ତାକାଲି ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ଓ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଉପ ମୁଖ୍ୟମନ୍ତ୍ରୀ ଓଡ଼ିଶା, ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଉପଲକ୍ଷେ ପୂର୍ବାହ୍ନ ୦୯:୩୦ ଘଟିକାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ପ୍ରତିମୂର୍ତ୍ତିରେ ମାଲ୍
ମୁଖ୍ୟମନ୍ତ୍ରୀଙ୍କ ତିନିଦିନିଆ ଗସ୍ତ


କେନ୍ଦୁଝର, 27 ଏପ୍ରିଲ୍ (ହି.ସ.)

ଆସନ୍ତାକାଲି ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟମନ୍ତ୍ରୀ ଓ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଉପ ମୁଖ୍ୟମନ୍ତ୍ରୀ ଓଡ଼ିଶା, ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଉପଲକ୍ଷେ ପୂର୍ବାହ୍ନ ୦୯:୩୦ ଘଟିକାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଥିବା ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ ବୋଲି ଜଣାପଡିଛି।

ସକାଳ ୧୦:୩୦ରେ ଯୋଡ଼ାସ୍ଥିତ ଉଚ୍ଚବାଲିଠାରେ ଘଟିକାରେ ଉଚ୍ଚ କ୍ଷମତା ସମ୍ପନ୍ନ ଗ୍ରୀଡ଼ ସବଷ୍ଟେସନର ଭିତ୍ତିପ୍ରସ୍ତର ସ୍ଥାପନା କରିବେ ଏବଂ ଅପରାହ୍ଣ ୧୨:୨୦ ରେ ଚମ୍ପୁଆସ୍ଥିତ ପୁରୁଷୋତ୍ତମପୁର ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ହିନ୍ଦୁସ୍ଥାନ ସମାଚାର / SANTOSH KUMAR MOHAPATRA


 rajesh pande