
ଭୁବନେଶ୍ୱର, 27 ଏପ୍ରିଲ୍ (ହି.ସ.)- ପଦ୍ମଭୂଷଣ ମନୋଜ ଦାସଙ୍କ ପୁଣ୍ୟତିଥିରେ ତାଙ୍କୁ ନମନ କରିଛନ୍ତି
ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ । ଏନେଇ ସୋସିଆଲ ମିଡିଆ ଏକ୍ସରେ ମନ୍ତ୍ରୀ କହିଛନ୍ତି
ଯେ, ମହାନ ସାହିତ୍ୟ ସାଧକ ପଦ୍ମଭୂଷଣ ମନୋଜ ଦାସଙ୍କ ପୁଣ୍ୟତିଥିରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜ୍ଞାପନ
କରୁଛି। ସାହିତ୍ୟ ଓ ଶିକ୍ଷାର ପ୍ରସାରରେ ତାଙ୍କର ଅତୁଳନୀୟ ଅବଦାନ ଚିର ସ୍ମରଣୀୟ ରହିବ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା