ବୋରିଗୁମ୍ମା ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟରେ ସହକାରୀ ଗୋଷ୍ଠୀଶିକ୍ଷା ଅଧିକାରୀଙ୍କ ଅବସରର କାଳୀନ ସମ୍ବର୍ଦ୍ଧନା ସଭା
ଜୟପୁର, ୩୦ ଏପ୍ରିଲ୍(ହି.ସ.) – ବୋରିଗୁମ୍ମା ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ଠାରେ ଆଜି ସହକାରୀ -ଗୋଷ୍ଠୀଶିକ୍ଷା ଅଧିକାରୀ ଶ୍ରୀମତୀ ସଂଯୁକ୍ତା ପଣ୍ଡାଙ୍କ ଅବସରର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ରେ ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ର ସହକାରୀ ଗୋ
ବୋରିଗୁମ୍ମା ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟରେ ସହକାରୀ ଗୋଷ୍ଠୀଶିକ୍ଷା ଅଧିକାରୀ  ଙ୍କ ଅବସରର କାଳୀନ ସମ୍ବର୍ଦ୍ଧନା ସଭା


ଜୟପୁର, ୩୦ ଏପ୍ରିଲ୍(ହି.ସ.) – ବୋରିଗୁମ୍ମା ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ଠାରେ ଆଜି ସହକାରୀ -ଗୋଷ୍ଠୀଶିକ୍ଷା ଅଧିକାରୀ ଶ୍ରୀମତୀ ସଂଯୁକ୍ତା ପଣ୍ଡାଙ୍କ ଅବସରର କାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ରେ ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ର ସହକାରୀ ଗୋଷ୍ଠୀଶିକ୍ଷା ଅଧିକାରୀ ସୁବାଷ ଚନ୍ଦ୍ର ମାଝୀ, ସମସ୍ତ କର୍ମଚାରୀ, ସତର ଗୋଟି କ୍ଲଷ୍ଟରର ସି.ଆର.ସି.ସି ଏବଂ ବୋରିଗୁମ୍ମା ପ୍ରାଥମିକ ଶିକ୍ଷକ ସଂଘ ର ସଭାପତି ମୃତ୍ୟୁ ଞ୍ଜୟ ପଣ୍ଡା, ସମ୍ପାଦକ ପ୍ରଫୁଲ୍ଲ ନାୟକ, ସାଂଗଠନିକ ସମ୍ପାଦକମୁନୁ ସାହୁ, ଜିଲ୍ଲା ସଂଘ ର ଯୁଗ୍ମ ସମ୍ପାଦକ ଏନ୍. କାମେଶ୍ୱର ରାଓ ଉପସ୍ଥିତ ଥିଲେ। ସମସ୍ତ କାର୍ଯ୍ୟକ୍ରମ କୁ ବି.ଆର.ଟି ଜଗଦୀଶ ମେହେର ପରିଚାଳନା କରିଥିଲେ।

.......................................

ହିନ୍ଦୁସ୍ଥାନ ସମାଚାର / ପିକେପି


 rajesh pande