ମଇ ୪ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ଭୁବନେଶ୍ୱର, ୦୨ ମଇ (ହି.ସ.)- ଆସନ୍ତା ସୋମବାର ମଇ ୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” କାର୍ଯ୍ୟକ୍ରମ ବନ୍ଦ ରହିବ । ପ୍ରଚଣ୍ଡ ରୌଦ୍ର ତାପ ଯୋଗୁଁ ଆସନ୍ତା ସୋମବାର ତା-୦୪.୦୫.୨୦୨୬ ରିଖରେ ‘ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସା
mohan majhi


ଭୁବନେଶ୍ୱର, ୦୨ ମଇ (ହି.ସ.)- ଆସନ୍ତା ସୋମବାର ମଇ ୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” କାର୍ଯ୍ୟକ୍ରମ ବନ୍ଦ ରହିବ । ପ୍ରଚଣ୍ଡ ରୌଦ୍ର ତାପ ଯୋଗୁଁ ଆସନ୍ତା ସୋମବାର ତା-୦୪.୦୫.୨୦୨୬ ରିଖରେ ‘ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ପରବର୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande