ପାଇଖାନା ଟାଙ୍କି ଭିତରେ ଶ୍ୱାସରୁଦ୍ଧ ହୋଇ ୬ଜଣଙ୍କ ମୃତ୍ୟୁ ଘଟଣାରେ ନବୀନଙ୍କ ଶୋକ
ଭୁବନେଶ୍ୱର, ୨୬ ମଇ (ହି.ସ) - କଳାହାଣ୍ଡି ଜିଲ୍ଲାର ମଦନପୁର ରାମପୁରରେ ପାଇଖାନା ଟାଙ୍କି ଭିତରେ ଶ୍ୱାସରୁଦ୍ଧ ହୋଇ ୬ଜଣ ଶ୍ରମିକ ପ୍ରାଣ ହରାଇଥିବା ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ ସମସ୍ତ ଶ୍ରମିକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ
artg


ଭୁବନେଶ୍ୱର, ୨୬ ମଇ (ହି.ସ) - କଳାହାଣ୍ଡି ଜିଲ୍ଲାର ମଦନପୁର ରାମପୁରରେ ପାଇଖାନା ଟାଙ୍କି ଭିତରେ ଶ୍ୱାସରୁଦ୍ଧ ହୋଇ ୬ଜଣ ଶ୍ରମିକ ପ୍ରାଣ ହରାଇଥିବା ଘଟଣାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ ସମସ୍ତ ଶ୍ରମିକଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଏପରି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ଗଭୀର ସମବେଦନା ଜଣାଇଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande