'ଅଦମ୍ୟ'ର ନିର୍ଦ୍ଦେଶକ ଏବଂ ନିର୍ମାତାଙ୍କୁ ଭେଟି ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର, 31 ମେ (ହି.ସ.)- ''ଅଦମ୍ୟ''ର ନିର୍ଦ୍ଦେଶକ ଏବଂ ନିର୍ମାତାଙ୍କୁ ଭେଟି ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଅନେକ ପ୍ରଶଂସା ସାଉଁଟୁଥିବା ଓଡ଼ିଆ କ୍ଷୁଦ୍ର ଚଳଚ୍ଚିତ୍ର ''ଅଦମ୍ୟ''ର
ନବୀନ


ଭୁବନେଶ୍ୱର, 31 ମେ (ହି.ସ.)- 'ଅଦମ୍ୟ'ର ନିର୍ଦ୍ଦେଶକ ଏବଂ ନିର୍ମାତାଙ୍କୁ ଭେଟି ଶୁଭେଚ୍ଛା ଜଣାଇଛନ୍ତି ବିରୋଧୀ ଦଳ ନେତା ନବୀନ

ପଟ୍ଟନାୟକ । ଏନେଇ ସୋସିଆଲ ମିଡିଆ ଏକ୍ସରେ ନବୀନ କହିଛନ୍ତି ଯେ, ଅନେକ ପ୍ରଶଂସା ସାଉଁଟୁଥିବା

ଓଡ଼ିଆ କ୍ଷୁଦ୍ର ଚଳଚ୍ଚିତ୍ର 'ଅଦମ୍ୟ'ର ନିର୍ଦ୍ଦେଶକ ଏବଂ

ନିର୍ମାତାଙ୍କୁ ଭେଟି ଶୁଭେଚ୍ଛା ଜଣାଇଲି। ଆଗାମୀ ଦିନରେ ଏପରି ପ୍ରୟାସ ଆହୁରି ବଳିଷ୍ଠ ହେଉ।

ସଭିଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande