
Bhubaneswar, 12 ଜୁନ୍ (ହି.ସ.)
କେନ୍ଦ୍ରାପଡା ଜିଲ୍ଲାର ମହାକାଳପଡା ବ୍ଲକ ଅନ୍ତର୍ଗତ ତିଖିରି ଗ୍ରାମ ପଞ୍ଚାୟତର ସରପଞ୍ଚ ଚାମେଲି ଓଝା । ନିଜ ଅଞ୍ଚଳରେ ସମ୍ମୁଖୀନ ହୋଇଥିବା ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଏକ ଅଭିଯୋଗପତ୍ର ଦାଖଲ କରିଛନ୍ତି । ତାଙ୍କୁ ନ୍ୟାୟ ପ୍ରଦାନ କରିବା ସହ ବିଭିନ୍ନ ଘଟଣାର ନିରପେକ୍ଷ ତଦନ୍ତ ଏବଂ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ସେ ମୁଖ୍ୟମନ୍ତ୍ରୀ ଓ ଓଡ଼ିଶା ସରକାରଙ୍କ ହସ୍ତକ୍ଷେପ କାମନା କରିଛନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ରଶ୍ମିତା