
ଭୁବନେଶ୍ୱର , ୨୩ ଜୁନ୍ (ହି.ସ.)- ତାମିଲନାଡୁର ତିରୁଭଲ୍ଲୁରଠାରେ ଘଟିଥିବା ଆମୋନିଆ ଗ୍ୟାସ୍ ଲିକ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଓଡ଼ିଆ ଶ୍ରମିକମାନଙ୍କ ପାର୍ôଥବ ଶରୀର ଭୁବନେଶ୍ୱର ବିମାନ ବନ୍ଦରଠାରେ ପହଂଚିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ମୃତକଙ୍କ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ମୁଖ୍ୟମନ୍ତ୍ରୀ ଅମର ଆତ୍ମାର ସଦଗତି କାମନା କରିଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା