
ଭୁବନେଶ୍ୱର, 24 ଜୁନ୍ (ହି.ସ.)- ପୂର୍ବତନ ମୁଖ୍ୟମନ୍ତ୍ରୀ ନବକୃଷ୍ଣ ଚୌଧୁରୀଙ୍କୁ
ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ରାଜ୍ୟପାଳ ଡ.ହରବାବୁ କମ୍ଭମପତି । ଏନେଇ ସୋସିଆଲ ମିଡିଆରେ
ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ବିଶିଷ୍ଟ ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ
ନବକୃଷ୍ଣ ଚୌଧୁରୀଙ୍କ ଜୟନ୍ତୀରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି । ସତ୍ୟନିଷ୍ଠା,ଜନସେବା ଓ ଆଦର୍ଶ
ନେତୃତ୍ୱ ପାଇଁ ସେ ସର୍ବଦା ସ୍ମରଣୀୟ ହୋଇରହିବେ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା