
ଭୁବନେଶ୍ୱର, 24 ଜୁନ୍ (ହି.ସ.)-
ନବକୃଷ୍ଣ ଚୌଧୁରୀଙ୍କ ତିରୋଧାନ ଦିବସରେ ତାଙ୍କୁ ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି
ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ ଏକ୍ସରେ ସେ କହିଛନ୍ତି ଯେ, ବିଶିଷ୍ଟ
ଜନନାୟକ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ସ୍ବର୍ଗତଃ ନବକୃଷ୍ଣ ଚୌଧୁରୀଙ୍କ ତିରୋଧାନ ଦିବସ ଅବସରରେ
ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା