
ଭୁବନେଶ୍ୱର, 24 ଜୁନ୍ (ହି.ସ.)- ନୃତ୍ୟଶିଳ୍ପୀ ପଦ୍ମଶ୍ରୀ ସଂଯୁକ୍ତା ପାଣିଗ୍ରାହୀଙ୍କୁ
ଶ୍ରଦ୍ଧାଂଜଳି ଜ୍ଞାପନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ଏନେଇ ସୋସିଆଲ ମିଡିଆ
ଏକ୍ସରେ ସେ କହିଛନ୍ତି ଯେ, ଖ୍ୟାତିସଂପନ୍ନ ଓଡ଼ିଶୀ ନୃତ୍ୟଶିଳ୍ପୀ ପଦ୍ମଶ୍ରୀ ସଂଯୁକ୍ତା
ପାଣିଗ୍ରାହୀ ଙ୍କ ତିରୋଧାନ ଦିବସ ଅବସରରେ ତାଙ୍କ ଅମର ଆତ୍ମା ନିକଟରେ ମୋର ଭକ୍ତିପୂତ
ଶ୍ରଦ୍ଧାଞ୍ଜଳି ଅର୍ପଣ କରୁଅଛି।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା