ଲାଲ୍ଜୀ ଦେଶାଇ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ
ଭୁବନେଶ୍ୱର, ୨୬ ଜୁନ୍ (ହି.ସ)- ବଦଳିଲେ ଓଡ଼ିଶା କଂଗ୍ରେସର ପ୍ରଭାରୀ। ଲାଲ୍ଜୀ ଦେଶାଇ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ଦାୟିତ୍ୱ ପାଇଛନ୍ତି। ଅଜୟ ଲଲ୍ଲୁଙ୍କ ସ୍ଥାନରେ ଲାଲ୍ଜୀ ଦେଶାଇଙ୍କ ନିଯୁକ୍ତି ନେଇ ଏଆଇସିସି ପକ୍ଷରୁ ଜାରି ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ଓଡ଼ିଶା ସହିତ ହରିୟାନା ଓ ଉତର ପ୍ର
lalji


ଭୁବନେଶ୍ୱର, ୨୬ ଜୁନ୍ (ହି.ସ)- ବଦଳିଲେ ଓଡ଼ିଶା କଂଗ୍ରେସର ପ୍ରଭାରୀ। ଲାଲ୍ଜୀ ଦେଶାଇ ରାଜ୍ୟ କଂଗ୍ରେସର ନୂଆ ପ୍ରଭାରୀ ଭାବେ ଦାୟିତ୍ୱ ପାଇଛନ୍ତି। ଅଜୟ ଲଲ୍ଲୁଙ୍କ ସ୍ଥାନରେ ଲାଲ୍ଜୀ ଦେଶାଇଙ୍କ ନିଯୁକ୍ତି ନେଇ ଏଆଇସିସି ପକ୍ଷରୁ ଜାରି ବିଜ୍ଞପ୍ତିରେ ସୂଚନା ଦିଆଯାଇଛି। ଓଡ଼ିଶା ସହିତ ହରିୟାନା ଓ ଉତର ପ୍ରଦେଶର କଂଗ୍ରେସ ପ୍ରଭାରୀ ମଧ୍ୟ ବଦଳିଛନ୍ତି। ହରିୟାଣାରେ ସଂଜୟ ଦତଙ୍କୁ ଦାୟିତ୍ୱ ମିଳିଥିବା ବେଳେ ଉତର ପ୍ରଦେଶରେ ରାଜେନ୍ଦ୍ର ପାଲ ଗୌତମଙ୍କୁ ପ୍ରଭାରୀ ଦାୟିତ୍ୱ ଦେଇଛନ୍ତି ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande