ପ୍ରବଳ ବର୍ଷା ପାଇଁ କନ୍ଧମାଳ ଜିଲ୍ଲାରେ 2 ଦିନ ସ୍କୁଲ ଛୁଟି
ଭୁବନେଶ୍ୱର, 02 ଜୁଲାଇ (ହି.ସ.)- କନ୍ଧମାଳ ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ୨ ଦିନ ସ୍କୁଲ୍ ଛୁଟି ଘୋଷଣା କରାଯାଇଛି। ସ୍କୁଲ ଛୁଟି ଘୋଷଣା କରିଛନ୍ତି ଜିଲ୍ଲାପାଳ। ଆଜି ଓ ଆସନ୍ତାକାଲି ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ରହିବ।
ପ୍ରବଳ ବର୍ଷା ପାଇଁ କନ୍ଧମାଳ     ଜିଲ୍ଲାରେ 2 ଦିନ ସ୍କୁଲ ଛୁଟି


ଭୁବନେଶ୍ୱର, 02 ଜୁଲାଇ (ହି.ସ.)- କନ୍ଧମାଳ

ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ଜାରି ରହିଛି। ଏହାକୁ ଦୃଷ୍ଟିରେ ରଖି ୨ ଦିନ ସ୍କୁଲ୍ ଛୁଟି ଘୋଷଣା କରାଯାଇଛି। ସ୍କୁଲ ଛୁଟି ଘୋଷଣା

କରିଛନ୍ତି ଜିଲ୍ଲାପାଳ। ଆଜି ଓ ଆସନ୍ତାକାଲି ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଛୁଟି ରହିବ।

ତେବେ ଏହି ସମୟରେ ପରୀକ୍ଷା ଓ ସ୍କୁଲର ଅନ୍ୟାନ୍ୟ କାର୍ଯ୍ୟ ଜାରି ରହିବ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande