ଖୋର୍ଦ୍ଧା-ଗଙ୍ଗାପଡା ଛକରେ ଦୁର୍ଘଟଣାରେ ବାପ ଝିଅଙ୍କଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୁଃଖ ପ୍ରକାଶ
-୪ ଲକ୍ଷ ଟଙ୍କାଏ ସହାୟତା ଘୋଷଣା ଭୁବନେଶ୍ୱର, ୨୫ ଜୁଲାଇ (ହି.ସ)- ଖୋର୍ଦ୍ଧା ଗଙ୍ଗପଡ଼ା ଛକ ନିକଟରେ ସଡ଼କ ଦୁର୍ଘଟଣାରେ ବାପ ଝିଅଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ଏହା ସହିତ
cm


-୪ ଲକ୍ଷ ଟଙ୍କାଏ ସହାୟତା ଘୋଷଣା

ଭୁବନେଶ୍ୱର, ୨୫ ଜୁଲାଇ (ହି.ସ)- ଖୋର୍ଦ୍ଧା ଗଙ୍ଗପଡ଼ା ଛକ ନିକଟରେ ସଡ଼କ ଦୁର୍ଘଟଣାରେ ବାପ ଝିଅଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା ପ୍ରକାଶ କରିଛନ୍ତି।

ଏହା ସହିତ ସେମାନଙ୍କ ପରିବାର ର ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଟଙ୍କାଏ ସହାୟତା ଘୋଷଣା କରିଛନ୍ତି।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande