
ଭୁବନେଶ୍ୱର, ୨୫ ଜୁଲାଇ (ହି.ସ)- ଢ଼େଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଲକ ସଭାପତି ରଞ୍ଜିତ ସାହୁଙ୍କୁ ପରଜଙ୍ଗ ବ୍ଲକ କଂଗ୍ରେସ କମିଟି ସଭାପତି ପଦରୁ ବହିଷ୍କାର କରାଯାଇଛି। ଓଡ଼ିଶା ପ୍ରଦେଶ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ କମିଟି ଅଧ୍ୟକ୍ଷ ସୁଜୀତ୍ କୁମାର ପାଢ଼ୀ ଏହି ସୂଚନା ଦେଇଛନ୍ତି।
---------------
ହିନ୍ଦୁସ୍ଥାନ ସମାଚାର / ବନ୍ଦନା