ପବିତ୍ର 'ସୁନାବେଶ'ର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର, 25 ଜୁଲାଇ (ହି.ସ.)- ପବିତ୍ର ''ସୁନାବେଶ''ର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ''ସୁନାବେଶ'' ଅବସରରେ ଶୁଭେଚ୍ଛା । ମହାପ୍ରଭୁଙ୍କ ପାଖରେ ସମସ୍ତଙ୍କ ସୁଖ
ପବିତ୍ର 'ସୁନାବେଶ'ର ଶୁଭେଚ୍ଛା ଜଣାଇଲେ ଧର୍ମେନ୍ଦ୍ର ପ୍ରଧାନ


ଭୁବନେଶ୍ୱର, 25 ଜୁଲାଇ (ହି.ସ.)- ପବିତ୍ର 'ସୁନାବେଶ'ର ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଏନେଇ ସୋସିଆଲ ମିଡିଆ ଏକ୍ସରେ କେନ୍ଦ୍ରମନ୍ତ୍ରୀ କହିଛନ୍ତି ଯେ, ପବିତ୍ର 'ସୁନାବେଶ' ଅବସରରେ ଶୁଭେଚ୍ଛା

। ମହାପ୍ରଭୁଙ୍କ ପାଖରେ ସମସ୍ତଙ୍କ ସୁଖ ଓ ସମୃଦ୍ଧି କାମନା କରୁଛି ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande