ଆଗାମୀ ୭ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା
ଭୁବନେଶ୍ୱର, ୧୧ ଅଗଷ୍ଟ (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ୧୧ ତାରିଖ ସକାଳ ଠାରୁ ଆସନ୍ତା ୧୮ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି
ଆଗାମୀ ୭ ଦିନ ମଧ୍ୟରେ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା


ଭୁବନେଶ୍ୱର, ୧୧ ଅଗଷ୍ଟ (ହି.ସ.)- ଆଗାମୀ ୭ ଦିନ ଅର୍ଥାତ୍ ୧୧ ତାରିଖ ସକାଳ ଠାରୁ ଆସନ୍ତା ୧୮ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଜାରି ହୋଇଥିବା ଟ୍ୱିଟ୍ ରୁ ଏହି ସୂଚନା ମିଳିଛି ।

ହିନ୍ଦୁସ୍ଥାନ ସମାଚାର / ପ୍ରଦୀପ୍ତ


 rajesh pande