
ଭୁବନେଶ୍ୱର, 11 ଅଗଷ୍ଟ (ହି.ସ.)- ଖୁବ୍ ଶୀଘ୍ର
ଓଡ଼ିଶା ଦେଖିବ ନୂଆ ଲୋକାୟୁକ୍ତ । ଏନେଇ ସୂଚନା
ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ଯେ,୨୪ ବର୍ଷରେ ଯାହା ହୋଇନି, ୨ ବର୍ଷରେ ତାହା କରୁଛୁ ।୫ ବର୍ଷରେ ଯାହା କରିବୁ,
ତାହା ବିରୋଧୀ କଳ୍ପନା କରିନଥିବେ ବୋଲି ରାଜସ୍ୱ ମନ୍ତ୍ରୀ କହିଛନ୍ତି ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା