
ଭୁବନେଶ୍ୱର, 12 ଅଗଷ୍ଟ (ହି.ସ.)- ପବିତ୍ର
ଚିତାଲାଗି ଅମାବାସ୍ୟାର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ
ସୋସିଆଲ ମିଡିଆ ଏକ୍ସରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ପବିତ୍ର ଚିତାଲାଗି ଅମାବାସ୍ୟା ଅବସରରେ
ଅଭିନନ୍ଦନ ଓ ଶୁଭେଚ୍ଛା । ମହାପ୍ରଭୁଙ୍କ ଅପାର କୃପାରୁ ସମସ୍ତଙ୍କ ଜୀବନ ସୁଖ, ଶାନ୍ତି ଓ ସମୃଦ୍ଧିରେ ପରିପୂର୍ଣ୍ଣ ହେଉ ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା