ଅଗଷ୍ଟ ୧୭ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ଭୁବନେଶ୍ୱର,୧୪ ଅଗଷ୍ଟ (ହି.ସ) - ଆସନ୍ତା ସୋମବାର ଅଗଷ୍ଟ ୧୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟଥିବାରୁ ଆସନ୍ତା ସୋମବାର ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ପରବର୍ତୀ ଅଭିଯୋଗ ଶୁଣାଣିର ତାର
Cm odisha


ଭୁବନେଶ୍ୱର,୧୪ ଅଗଷ୍ଟ (ହି.ସ) - ଆସନ୍ତା ସୋମବାର ଅଗଷ୍ଟ ୧୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ “ଜନ ଅଭିଯୋଗ ଶୁଣାଣି” ବନ୍ଦ ରହିବ । ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟଥିବାରୁ ଆସନ୍ତା ସୋମବାର ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ।

ମୁଖ୍ୟମନ୍ତ୍ରୀଙ୍କ ପରବର୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣମାଧ୍ୟମ ଜରିଆରେ ଜଣାଇ ଦିଆଯିବ । ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

---------------

ହିନ୍ଦୁସ୍ଥାନ ସମାଚାର / ବନ୍ଦନା


 rajesh pande