ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ସ୍ଯାଣ୍ଡ ଆନିମେସନରେ ଶ୍ରଦ୍ଧାଞ୍ଜଳି
ପୁରୀ, ୨୧ ଅଗଷ୍ଟ (ହି.ସ.)- ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ପ୍ରଖ୍ୟାତ ଓଡ଼ିଆ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ତାଙ୍କ ପୁରୀସ୍ଥିତ ଷ୍ଟୁଡିଓରେ ଏକ ସୁନ୍ଦର ବାଲୁକା ଆନିମେସନ୍ ମାଧ୍ୟମରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ମାତ୍ର ଏକ ଘଣ୍ଟା ମଧ୍ୟରେ ସୃଷ୍ଟି ହୋଇଥିବା ଏହି
ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ସ୍ଯାଣ୍ଡ ଆନିମେସନରେ ଶ୍ରଦ୍ଧାଞ୍ଜଳି


ପୁରୀ, ୨୧ ଅଗଷ୍ଟ (ହି.ସ.)- ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ପ୍ରଖ୍ୟାତ ଓଡ଼ିଆ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକଙ୍କୁ ତାଙ୍କ ପୁରୀସ୍ଥିତ ଷ୍ଟୁଡିଓରେ ଏକ ସୁନ୍ଦର ବାଲୁକା ଆନିମେସନ୍ ମାଧ୍ୟମରେ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ମାତ୍ର ଏକ ଘଣ୍ଟା ମଧ୍ୟରେ ସୃଷ୍ଟି ହୋଇଥିବା ଏହି ବାଲୁକା ଆନିମେସନ୍ ମାଧ୍ୟମରେ ମାନସ ସାହୁ ପ୍ରଣବ ପଟ୍ଟନାୟକଙ୍କ ଓଡ଼ିଆ ସଙ୍ଗୀତ ଜଗତ ପ୍ରତି ଅବଦାନ ଓ ଅମର ସ୍ମୃତିକୁ ସମ୍ମାନ ଜଣାଇଛନ୍ତି। ତାଙ୍କର ସୁମଧୁର କଣ୍ଠ ନିରବ ହୋଇଯାଇଥିଲେ ମଧ୍ୟ, ତାଙ୍କ ସଙ୍ଗୀତ ସଦା କୋଟି କୋଟି ଓଡ଼ିଆଙ୍କ ହୃଦୟରେ ଅମର ହୋଇ ରହିବ।

ହିନ୍ଦୁସ୍ଥାନ ସମାଚାର / ବିଜୟ


 rajesh pande