କଲେଜରେ ଛାତ୍ରଛାତ୍ରୀଙ୍କ ପାଇଁ ବାଧ୍ୟତାମୂଳକ ହେବ ବାୟୋମେଟ୍ରିକ ଉପସ୍ଥାନ
ଭୁବନେଶ୍ୱର, 27 ଅଗଷ୍ଟ (ହି.ସ.): ରାଜ୍ୟରେ ସମସ୍ତ କଲେଜରେ ଛାତ୍ର ଛାତ୍ରୀ ମାନଙ୍କ ପାଇଁ ବାୟୋମେଟ୍ରିକ୍ ଉପସ୍ଥାନ ବାଧ୍ୟତାମୂଳକ ହେବ। ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଏହା ସହିତ ରାଜ୍ୟରେ କଲେଜ ଡ୍ରପ୍ ଆଉଟ୍ ହା
କଲେଜରେ ଛାତ୍ରଛାତ୍ରୀଙ୍କ     ପାଇଁ ବାଧ୍ୟତାମୂଳକ ହେବ ବାୟୋମେଟ୍ରିକ ଉପସ୍ଥାନ


ଭୁବନେଶ୍ୱର, 27 ଅଗଷ୍ଟ (ହି.ସ.): ରାଜ୍ୟରେ ସମସ୍ତ କଲେଜରେ ଛାତ୍ର ଛାତ୍ରୀ ମାନଙ୍କ

ପାଇଁ ବାୟୋମେଟ୍ରିକ୍ ଉପସ୍ଥାନ ବାଧ୍ୟତାମୂଳକ ହେବ। ଏନେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ

ସୂରଜ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଏହା ସହିତ ରାଜ୍ୟରେ କଲେଜ ଡ୍ରପ୍ ଆଉଟ୍ ହାର କମ୍

କରିବା ସହ ଛାତ୍ରଛାତ୍ରୀ ମାନଙ୍କୁ କଲେଜ ମୁହାଁ କରିବା ପାଇଁ ଏହା ରାଜ୍ୟ ସରକାରଙ୍କ ବଡ଼

ପଦକ୍ଷେପ।

---------------

ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା


 rajesh pande