
ଭୁବନେଶ୍ୱର, 28 ଅଗଷ୍ଟ (ହି.ସ.)-ରାକ୍ଷୀ
ପୂର୍ଣ୍ଣିମାର ଶୁଭକାମନା ଜଣାଇଛନ୍ତି ପୂର୍ବତନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ଏହି ଅବସରରେ ସୋସିଆଲ ମିଡିଆ ଏକ୍ସରେ ଏକ ବାର୍ତ୍ତା ଜାରି କରି ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି
ଯେ, ଭାଇ-ଭଉଣୀଙ୍କ ଅତୁଟ ସ୍ନେହ ଓ ସମ୍ପର୍କର ପାବନ ପର୍ବ ରାକ୍ଷୀ ପୂର୍ଣ୍ଣିମାର
ହାର୍ଦ୍ଦିକ ଶୁଭକାମନା । ମହାପ୍ରଭୁ ଶ୍ରୀ ଜଗନ୍ନାଥ ଆପଣଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଭରି ଦିଅନ୍ତୁ, ଏହା କାମନା ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା