
ଭୁବନେଶ୍ୱର, 28 ଅଗଷ୍ଟ (ହି.ସ.)- ପବିତ୍ର ଗହ୍ମା
ପୂର୍ଣ୍ଣିମାର ଶୁଭେଚ୍ଛା ଜଣାଇଛନ୍ତି ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ । ସୋସିଆଲ ମିଡିଆ
ଏକ୍ସରେ ଏକ ବାର୍ତ୍ତା ଜାରି କରି ସେ କହିଛନ୍ତି ଯେ, ପବିତ୍ର ଗହ୍ମା ପୂର୍ଣ୍ଣିମା ତଥା ବଡ଼
ଠାକୁର ପ୍ରଭୁ ଶ୍ରୀ ବଳଭଦ୍ରଙ୍କ ଶୁଭ ଜନ୍ମ ଦିବସ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଓ
ଅଭିନନ୍ଦନ। ପ୍ରଭୁ ବଳଭଦ୍ର ଙ୍କ ଅପାର କୃପାରୁ ସମସ୍ତଙ୍କ ଜୀବନ ସୁଖ, ସମୃଦ୍ଧି ଓ ଶାନ୍ତିରେ ଭରିଯାଉ।
---------------
ହିନ୍ଦୁସ୍ଥାନ ସମାଚାର / ସ୍ୱାଗତିକା